ପିପିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର : ପିପିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ ହୋଇପଡିଛନ୍ତି । ଅସୁସ୍ଥତା କାରଣରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତି କରାଯାଇଛି ।

Read more