ବଲାଙ୍ଗୀରର ପୂର୍ବତନ ସାଂସଦ ନିତ୍ୟାନନ୍ଦ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ବଲାଙ୍ଗିର ପୂର୍ବତନ ଲୋକସଭା ସାଂସଦ ବରିଷ୍ଠ ଜନନେତା ନିତ୍ୟାନନ୍ଦ ମିଶ୍ରଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା ।

Read more