ବାଇ-ଲ’ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍

ଭୁବନେଶ୍ୱର: ବାଇ-ଲ’ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ । ଅନନ୍ତବାସୁଦେବ ଓ ବ୍ରହ୍ମେଶ୍ୱର ମନ୍ଦିରରୁ କେନ୍ଦ୍ର ପ୍ରସ୍ତାବିତ ବାଇ-ଲ’କୁ ତୁରନ୍ତ ପ୍ରତ୍ୟାହାର କରୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ

Read more