ପ୍ରତିଭା ନା ରୁଦ୍ର, କାହା ମୁଣ୍ଡରେ ସୁନା କଳସ ?

ପିପିଲି: ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ । ଦଳୀୟ ମୁଖପାତ୍ର ତଥା ଆଳି ବିଧାୟକ ପ୍ରତାପ ଦେବଙ୍କୁ ପିପିଲିର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେଡ଼ି

Read more