ପ୍ରକାଶ ପାଇଲା ସପ୍ଲିମେଣ୍ଟାରୀ ରେଜଲ୍ଟ

କଟକ()  ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ଚଳିତ ବର୍ଷ ପାସ୍ ହାର ୬୩.୬୬ ପ୍ରତିଶତ ରହିଛି ।ଚଳିତ ବର୍ଷ୧୨୨ଟି ପରୀକ୍ଷା କେନ୍ଦ୍ର ଖୋଲା ଯାଇଥିଲା।

Read more