ସ୍ପୋର୍ଟ୍ସ ଷ୍ଟାର ଆଓ୍ୱାର୍ଡ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନରେ ସ୍ପୋର୍ଟ୍ସ ଷ୍ଟାର ଆଓ୍ୱାର୍ଡ ସମାରୋହ ଆୟୋଜିତ । ୨୦୧୧-୨୦୨୦ ଦଶକରେ କ୍ରୀଡ଼ାକୁ ଅଧିକ ପ୍ରୋତ୍ସାହନ ଦେବାରେ ଓଡିଶା ଶ୍ରେଷ୍ଠ ରାଜ୍ୟ ଭାବେ ବିବେଚିତ

Read more