ସାରଥିଙ୍କୁ ଜାମିନ

କଟକ()  ସାରଥି ବାବା ଓରଫ ସନ୍ତୋଷ ରାଉଳଙ୍କୁ ଆଜି ଗୋଟିଏ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ତାଙ୍କ ବିରୋଧରେ ସମୁଦାୟ ୩ଟି ମାମଲା ଥିଲା।

Read more