ପରଲୋକରେ ଦେବଦାସୀ ପରଶମଣୀ

ପୁରୀ: ଦେବଦାସୀ ପରଶମଣିଙ୍କର ପରୋଲୋକ ଘଟିଛି। ୯୪ ବର୍ଷ ବୟସରେ ଇହଧାମ ତ୍ୟାଗ କରିଛନ୍ତି। ଗତକାଲି ରାତିରେ ଶୋଇଥିବା ଅବସ୍ଥାରେ ତାଙ୍କର ଗଚ୍ଛକାଲି ନିକଟରେ ବାସସ୍ଥାନରେ ମୃତ୍ୟବରଣ

Read more