ଜାଣନ୍ତୁ କେମିତି ଅଛନ୍ତି ଓଡ଼ିଶାର ପ୍ରଥମ ଡେଲଟା ପ୍ଲସ ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନାର ଡେଲଟା ପ୍ଲସ୍ ଭାରିଏଣ୍ଟ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଦେବଗଡ ଗଲା ଏପିଡୋମିଓଲୋଜି ଟିମ୍ । ତାଙ୍କ ସ୍ବାସ୍ଥ୍ୟାବସ୍ଥା କେମିତି

Read more