ଚାଷୀଙ୍କ ଆକାଉଣ୍ଟକୁ ଗଲା ପିଏମ କିଷାନ ସମ୍ମାନନିଧି ଯୋଜନାର ଅଷ୍ଟମ କିସ୍ତି

ନୂଆଦିଲ୍ଲୀ: ଚାଷୀଙ୍କ ଖାତାକୁ ଗଲା ପିଏମ କିଷାନ ସମ୍ମାନନିଧି ଯୋଜନାର ଅଷ୍ଟମ କିସ୍ତି ।ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀଙ୍କ ଆକାଉଣ୍ଟକୁ ଏହି ଅର୍ଥରାଶି ପଠାଇଛନ୍ତି ।

Read more