ବାଲାଜୀ ଶ୍ରୀବାସ୍ତବ ହେଲେ ଦିଲ୍ଲୀର ନୂଆ ପୋଲିସ କମିଶନର

ନୂଆଦିଲ୍ଲୀ: ୧୯୮୮ ବ୍ୟାଚର ଆଇପିଏସ ଅଧିକାରୀ ବାଲାଜୀ ଶ୍ରୀବାସ୍ତବଙ୍କୁ ଦିଲ୍ଲୀ ପୁଲିସ କମିଶନର ଭାବେ ନିଯୁକ୍ତ କରାଯାଇଛି । ବାଲାଜୀ ଏସ ଏନ ଶ୍ରୀବାସ୍ତବଙ୍କ ସ୍ଥାନ ନେବେ

Read more