ବିଜେପୁର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ପୋଲିସ ଡିଜି

ବରଗଡ() ବିଜେପୁର ଉପନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି ପୋଲିସ ଡିଜି ବିଜୟ କୁମାର ଶର୍ମା । ବରଗଡ ଏସପିଙ୍କ କାର୍ୟ୍ୟାଳୟରେ ବସିଛି ସମୀକ୍ଷା ବୈଠକ

Read more