ଗାଁରେ ପ୍ରମୋଦ

ବରଗଡ଼: ଗାଁକୁ ଫେରିଛନ୍ତି ପାରାଲିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତ । ବରଗଡ଼ ଜିଲ୍ଲା ଅତାବିରାକୁ ଆସିଛନ୍ତି ପ୍ରମୋଦ । ସ୍ବର୍ଣ୍ଣ ପଦକ

Read more

ପ୍ରମୋଦଙ୍କୁ ମିଳିବ ଖେଳରତ୍ନ!

ନୂଆଦିଲ୍ଲୀ: ଓଡ଼ିଶବାସୀଙ୍କ ଲାଗି ଖୁସି ଖବର । ଦେଶର ସର୍ବୋଚ୍ଚ କ୍ରୀଡା ସମ୍ମାନ ମର୍ୟ୍ୟାଦାଜନକ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ପାଇଁ ପାରାଲିମ୍ପିକ କମିଟି ଅଫ୍ ଇଣ୍ଡିଆ

Read more

କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ପ୍ରମୋଦ

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ

Read more

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରମୋଦ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ପାରାଲିମ୍ପିଆନ ପ୍ରମୋଦ ଭଗତ । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ନିକଟରେ ଜାପାନର

Read more

ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ

ଟୋକିଓ: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ । ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ । ଫାଇନାଲରେ ବ୍ରିଟେନର

Read more

ବିଡବ୍ଲ୍ୟୁଏଫ୍ ସର୍ବଶ୍ରେÂ ଖେଳାଳି ଦୌଡ଼ରେ ପ୍ରମୋଦ

ଭୁବନେଶ୍ୱର() ପାରା ଶଟଲର୍ ପ୍ରମୋଦ ଭଗତ ରାଜ୍ୟ ପାଇଁ ଅ ।ଉ ଏକ ଖୁସି ଖବର ଅ ।ଣିଛନ୍ତି । ବ୍ୟାଡମିଣ୍ଟନ୍ ୱାର୍ଲ୍ଡ ଫେଡେରେସନ୍ (ବିଡବ୍ଲ୍ୟୁଏଫ୍)ର ଶ୍ରେÂ

Read more

ପ୍ରମୋଦ ଭଗତଙ୍କୁ ନବୀନଙ୍କ ସମ୍ବର୍ଦ୍ଧନା

ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ତାଙ୍କୁ ୩୦ ଲକ୍ଷ ୯୫ ହଜାର

Read more