ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ବ୍ୟାଡମିଣ୍ଟନରେ ବ୍ରିଟେନର ଖେଳାଳୀଙ୍କୁ ହରାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ

Read more