protests-against-citizenship-law-reach-bengal

Latestରାଜ୍ୟ

ନାଗରିକତା ସଂଶୋଧନ ଆଇନକୁ ନେଇ ଉତ୍ତେଜନା,ରେଳ ଚଳାଚଳ ଠପ୍

ଭୁବନେଶ୍ୱର() ନାଗରିକତା ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗରେ ଦେଖାଦେଇଛି ଉତ୍ତେଜନା ପରିସ୍ଥିତି। ଯେଉଁଥିପାଇଁ ରେଳ ଚଳାଚଳରେ ବ୍ୟାଘାତ ହୋଇଛି। ଯାହାଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାରେ ସମ୍ମୁଖୀନ ହୋଇଛି।

Read More