ପୁରୀ ଜିଲ୍ଲାର କୌଣସି ସ୍ଥାନରେ ହଇଜାର ସୂଚନା ନାହିଁ

ଭୁବନେଶ୍ବର () ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲ୍ଲାର କୌଣସି ଅଞ୍ଚଳରେ ହଇଜା ଦେଖା ଦେଇନାହିଁ । ଯେଉଁ କେତେକ ଝାଡାବାନ୍ତି ରୋଗୀ ଚିକିତ୍ସାଳୟକୁ ଆସୁଛନ୍ତି ସେମାନଙ୍କ ମଧ୍ୟରୁ

Read more