କେନ୍ଦ୍ରକୁ ୭ ପ୍ରସ୍ତାବ ଦେଲା ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ସ୍ଥାୟୀ କମିଟି

ଭୁବନେଶ୍ୱର: ଆଜି ଲୋକସେବା ଭବନଠାରେ ରାଜ୍ୟ ବନ୍ୟପ୍ରାଣୀ ପରିଷଦ ସ୍ଥାୟୀ କମିଟିର ବୈଠକ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି

Read more