ଭୁବନେଶ୍ୱରରୁ ପୁରୀ ଅଭିମୁଖେ ରାଷ୍ଟ୍ରପତି,ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଥିଲେ ରାଷ୍ଟ୍ରପତି ।

Read more