ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ ବିରୋଧରେ ଷଡଯନ୍ତ୍ର

ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗେଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ ଉପରେ ତଦନ୍ତ ହେବ । ସର୍ବୋଚ୍ଚ ଅଦାଲତର ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ କୁମାର ପଟ୍ଟନାୟକ

Read more