ଗଜପତି ମହାରାଜା ଆରମ୍ଭ କଲେ ଛେରା ପହଁରା

ପୁରୀ()   ଆଜି ମହାପ୍ରଭୁ ଶ୍ରୀଜଗନ୍ନାଙ୍କ ଘୋଷଯାତ୍ରା ।ତିନି ଠାକୁର ରଥାରୂଢ଼ ହୋଇଛନ୍ତି । ସମସ୍ତ ଅଲୌକିକତା ମଧ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି

Read more