ଇସ୍ତଫା ଦେଲେ ଆରବିଆଇ ଡେପୁଟି ଗଭର୍ଣ୍ଣର

ନୂଆଦିଲ୍ଲୀ()  ଆରବିଆଇ ଡେପୁଟି ଗଭର୍ଣ୍ଣର ପଦରୁ ଇସ୍ତଫା ଦେଲେ ବିରଳ ଆଚାର୍ୟ୍ୟ । କାର୍ୟ୍ୟକାଳ ଶେଷ ହେବାର ୬ ମାସ ପୂର୍ବରୁ ଇସ୍ତଫା ଦେଇଛନ୍ତି ବିରଳ ଆଚାର୍ୟ୍ୟ ।

Read more