ଜେଲରୁ ବାହାରିଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଜେଲରୁ ମୁକୁଳିଛନ୍ତି ପ୍ରଦୀପ ପାଣିଗ୍ରାହୀ । ଠକେଇ ମାମଲାରେ ଜେଲରେ ଥିବା ଗୋପାଳପୁର ବିଧାୟକ ଜେଲରୁ ମୁକୁଳିଛନ୍ତି । ଝାରପଡ଼ା ଜେଲରୁ ଆଜି ମୁକୁଳିଛନ୍ତି ପ୍ରଦୀପ

Read more