କିଟ୍ ଖରାପ ଯୋଗୁଁ ରିପୋର୍ଟ ପଜିଟିଭ୍

ସମ୍ବଲପୁର: ବୁର୍ଲା ଭିସୁଟର ଛାତ୍ରଛାତ୍ରୀଙ୍କୁ ହୋଇନାହିଁ କରୋନା । କିଟ୍ ଖରାପ ଯୋଗୁଁ କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଶାସନ ସଚିବ

Read more