ଡିଏଫଓ ସଂଗ୍ରାମ କେଶରୀଙ୍କୁ ଜେରା

ପାରଳାଖେମୁଣ୍ଡି: ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ଛନ୍ଦି ହେଉଥିବା ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ଜେରା । କ୍ରାଇମବ୍ରାଞ୍ଚର ସ୍ୱତନ୍ତ୍ର ଟିମ୍ ତାଙ୍କୁ ଜେରା କରୁଥିବା ସୂଚନା

Read more