ଗାନ୍ଧୀଙ୍କ ମୃତ୍ୟୁକୁ ନେଇ ଭୁଲ ତଥ୍ୟ ଦର୍ଶା ଯାଇଥିବା ସମସ୍ତ ପୁସ୍ତିକାକୁ ନଷ୍ଟ କର: ଗଣଶିକ୍ଷା ବିଭାଗ

ଭୁବନେଶ୍ୱର()  ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ଦର୍ଶାଯିବା ଘଟଣାକୁ ନେଇ ଶନିବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିବୃତି

Read more