ପିଆଜ ବିକୁଛି କଂଗ୍ରେସ

ଭୁବନେଶ୍ୱର()  ପିଆଜର ଅହେତୁକ ଦର ବୃଦ୍ଧିକୁ ଭିନ୍ନ ଏକ ଭଙ୍ଗିରେ ପ୍ରତିବାଦ କରିଛି କଂଗ୍ରେସ । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନରେ ବୁଲିବୁଲି ଲୋକଙ୍କୁ ପିଆଜ ବିକୁଛି କଂଗ୍ରେସ ।

Read more