ସ୍ନାନ ପୂର୍ଣ୍ଣିମା ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ରଥଯାତ୍ରାର ଆଦ୍ୟପର୍ବ ସ୍ନାନଯାତ୍ରା । ରତ୍ନବେଦୀରୁ ଓହ୍ଲାଇ ସ୍ନାନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ଜଳରେ କରିବେ ସ୍ନାନ । ଏହି ଅବସରରେ

Read more