ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡ୍ ବଢ଼ିଲା

ଭୁବନେଶ୍ୱର: ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡ ବଢ଼ିଲା | କିଛିଦିନ ତଳେ ଷ୍ଟାଇପେଣ୍ଡ୍ ବୃଦ୍ଧି ଦାବିରେ ମେଡିକାଲ କଲେଜର ହାଉସ ସର୍ଜନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଧମକ ଦେଇଥିଲେ |

Read more