କମିସନର ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର()  ଭୁବନେଶ୍ୱର-କଟକର ନୂତନ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଷଡଙ୍ଗୀ।ପୂର୍ବତନ ପୋଲିସ କମିଶନର୍ ସତ୍ୟଜିତ ମହାନ୍ତି ସୁଧାଂଶୁଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ।୧୯୯୦

Read more