ସୁମିତ ଓ ତପସ୍ୱିନୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ

ବ୍ରହ୍ମପୁରର ଡାକ୍ତର ସୁମିତ ଓ ତପସ୍ୱିନୀ ବିବାଦ ମାମଲାରେ ଆସିଛି ନୂଆ ଅପଡେଟ । ହାଇକୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ଲାଗି ପତିପତ୍ନୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Read more