ମହାରାଷ୍ଟ୍ର ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ରାୟ

ନୂଆଦିଲ୍ଲୀ () ମହାରାଷ୍ଟ୍ର ରାଜନୀତି ନେଇ ସୁପ୍ରିମକୋର୍ଟରେ ଶୁଣାଣି ।ଆସନ୍ତାକାଲି ସନ୍ଧ୍ୟା ୫ଟା ପୂର୍ବରୁ ବିଧାନସଭାରେ ବହୁମତ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଲେ ସର୍ବୋଚ୍ଚ ନ୍ୟାୟାଳୟ ।

Read more