ସୁଷମାଙ୍କୁ ଅଶ୍ରୁଳ ବିଦାୟ

ନୂଆଦିଲ୍ଲୀ()  ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ଜଣେ ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜ । ରାଜକୀୟ ଢଙ୍ଗରେ ତାଙ୍କୁ ବିଦାୟ ଦିଆଯାଇଛି।

Read more