ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ରେଳୱେ ଷ୍ଟେସନରେ ପତାକା ଦେଖାଇ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଯାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

Read more