ଗୃହରେ ଉତ୍ତର ରଖିଲେ ଟୁକୁନି ସାହୁ, ଖୁବଶୀଘ୍ର ୫ ଜିଲ୍ଲାରେ ପ୍ରତିଷ୍ଠା ହେବ କର୍ମଜୀବୀ ମହିଳା ହଷ୍ଟେଲ

ଭୁବନେଶ୍ୱର: କର୍ମଜୀବୀ ମହିଳାଙ୍କ ପାଇଁ ହଷ୍ଟେଲ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି। ସୁନ୍ଦରଗଡ, ଯାଜପୁର,ଖୋର୍ଦ୍ଧାରେ ୧୦୦ ସର୍ୟ୍ୟା ବିଶିଷ୍ଟ ହଷ୍ଟେଲ ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

Read more