ଦେବଗଡ ଜିଲ୍ଲା ତିଳେଇବଣି କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ ଭିଜିଲାନ୍‌ସ ଚଢାଉ

ଦେବଗଡ: ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଦେବଗଡ ଜିଲ୍ଲା ତିଳେଇବଣି ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ ହୋଇଛି ।

Read more