କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟେଦୁରପ୍ପା

ବେଙ୍ଗାଲୁରୁ()  ଚତୁର୍ଥ ଥର କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଏସ ୟେଦୁରପ୍ପା । ରାଜ୍ୟପାଳ ବଜୁଭାଇ ବାଲା ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।

Read more