ମାସକରେ 37 ଦୁର୍ନୀତିଗ୍ରସ୍ତ ଅଧିକାରୀ ବରଖାସ୍ତ

ଭୁବନେଶ୍ବର () ଦୁର୍ନୀତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଉ ୧୬ଜଣ ସରକାରୀ କର୍ମଚାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି । ସେମାନଙ୍କ ମଧ୍ୟରେ ୫ଜଣ ପ୍ରଧାନଶିକ୍ଷକ,

Read more