କବିସୂର୍ଯ୍ୟନଗରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ, ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି କବିସୂର୍ଯ୍ୟ ନଗରରେ ପହଞ୍ଚିଛନ୍ତି। କବିସୂର୍ଯ୍ୟନଗରରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ନବୀନ ପଟ୍ଟନାୟକ।
Read More