Friday, October 30, 2026
Latestରାଜ୍ୟ

୧୦ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର()  ୧୦ରୁ ଊର୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ । ଏହି ସବୁ ଜିଲ୍ଲାବାସୀଙ୍କୁ ସନ୍ଧ୍ୟା ପରେ ଘରୁ ନବାହାବରକୁ ପରାମର୍ଶ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

one × two =