Latestରାଜ୍ୟ ଓଡିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି April 2, 2020 admin ଭୁବନେଶ୍ୱର() ଓଡ଼ିଶାରେ ପଞ୍ଚମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବର ସୂର୍ଯ୍ୟନଗରର ୬୦ ବର୍ଷ ବ୍ୟକ୍ତିଙ୍କ ଶରୀରରେ ଏହି ଭୂତାଣୁ ଚିହ୍ନଟ ହୋଇଛି । ଏମ୍ସରେ ଆଡ଼ମିଟ ପରେ କରୋନା ଟେଷ୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। Share