Latestରାଜ୍ୟ ୧୦ଟି ଜିଲ୍ଲାରେ ୬୭ ନୂଆ ଆକ୍ରାନ୍ତ May 28, 2020 admin ଭୁବନେଶ୍ୱର() ରାଜ୍ୟର ୧୦ଟି ଜିଲ୍ଲାରେ ୬୭ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୫ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ଏହି କ୍ରମରେ ରାଜ୍ୟରେ କୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Share