Friday, October 30, 2026
Latestରାଜ୍ୟ

ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର ()  ଓଡିଶାରେ ଆଜି ଆଉ ୬ ଜଣ  ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାର ଜିଲ୍ଲାରୁ ୫ ଜଣ ସଂକ୍ରମିତ ଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ୧୧୦କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

one × 4 =