Friday, October 30, 2026
Latestଜାତୀୟରାଜନୀତି

ଲଦାଖ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ଭାରତ-ଚୀନ୍ ସୀମାରେ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜିଠାରୁ ତିନି ଦିନିଆ ଲଦାଖ ଗସ୍ତରେ ଯିବେ । ଏଠାରେ ପ୍ରତିରକ୍ଷା ମନ୍ତ୍ରୀ ସୀମାରେ ଥିବା ପ୍ରସ୍ତୁତି ଉପରେ ନଜର ରଖିବେ। ଏଥି ସହିତ ରାଜନାଥ ସିଂ ଲଦାଖରେ ପହଁଚିବା ପୂର୍ବରୁ ଜମ୍ମୁର ବାୟୁସେନା ଷ୍ଟେସନରେ ଦୁଇଟି ବିସ୍ଫୋରଣ ହୋଇଛି। ସେପଟେ ଜମ୍ମୁ ବିସ୍ଫୋରଣରେ ସେନା ମୁଖ୍ୟଙ୍କ ସହ କଥାବାର୍ତ୍ତା କରି ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ।

Share

Leave a Reply

Your email address will not be published. Required fields are marked *

13 − 8 =