Latestରାଜ୍ୟ ୭୪ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା January 26, 2023 admin ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜିର ପବିତ୍ର ଦିନରେ ଦେଶ ପାଇଁ ବଳିଦାନ ଦେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ମନେପକାଇ ସମ୍ବିଧାନରେ ଲିଖିତ ଆଦର୍ଶକୁ ନିଷ୍ଠାର ସହ ଅନୁସରଣ କରିବାକୁ ସଂକଳ୍ପ ନେବା ପାଇଁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। Share