ରାଜ୍ୟ

ବଢିଲା ଅନୁଭବଙ୍କ ଅଡୁଆ : ନିମ୍ନ ଅଦାଲତରେ ମାମଲା ଚାଲିବ

ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ଆବେଦନ ହାଇକୋର୍ଟରେ ଖାରଜ । ନିମ୍ନ ଅଦାଲତରେ ମାମଲା ଚାଲିବ ବୋଲି କହିଛନ୍ତି ହାଇକୋର୍ଟ । ପୂର୍ବତନ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ଦାୟର ମାମଲା ନିମ୍ନ ଅଦାଲତରେ ଚାଲିବ । ମାମଲାକୁ ବନ୍ଦ କରିବା ପାଇଁ ଅନୁଭବ କରିଥିଲେ ଆବେଦନ । ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଏବଂ ଅନ୍ୟ ଦୁଇ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା । ଭିଡିଓ ସୁଟିଂ କରିବା ସହ ମାନସିକ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ କରିଥିଲେ ବର୍ଷା। ଏହି ମାମଲାକୁ ଖାରଜ କରିବା ପାଇଁ ଅନୁଭବ ଆବେଦନ କରିଥିଲେ ।

Share

Leave a Reply

Your email address will not be published. Required fields are marked *

3 × 5 =