ରାଜ୍ୟ

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୮,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୫,୮୯୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୮,୨୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୫,୮୯୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୮,୨୫୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୫,୮୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୮,୪୦୦ ଟଙ୍କା ଓ ୨୨ କ୍ୟାରଟେ ୧,୩୬,୦୪୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୮,୨୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୫,୮୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୮,୨୫୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୫,୮୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୪,୯୦୦ ଟଙ୍କା ହୋଇଛି ।

Share

Leave a Reply

Your email address will not be published. Required fields are marked *

15 − 15 =