ଟିପିଏସ୍ଓଡିଏଲ୍ରେ ଅମିତ ଗର୍ଗଙ୍କୁ ନୂଆ ସିଇଓ ଭାବେ ନିଯୁକ୍ତି; ଅରବିନ୍ଦ ସିଂହ ହେଲେ ଟିପିସିଓଡିଏଲ୍ର ସିଇଓ
ବ୍ରହ୍ମପୁର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍)ରେ ଶ୍ରୀ ଅମିତ ଗର୍ଗଙ୍କୁ ନୂଆ ମୁଖ୍ୟ କାର୍ଯ୍ୟନିର୍ବାହୀ
Read More