ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା
ସୋନପୁରର ସଦର ବ୍ଲକ୍ର ଶରଧାବାଲି ସ୍କୁଲଠାରେ କାର୍ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
Read More