ସୋଆରେ ଆୟୋଜିତ ହେବ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ୟାରେଡ କ୍ୟାମ୍ପ
ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ରେରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ । ଏହି
Read Moreଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ରେରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ । ଏହି
Read Moreଭୁବନେଶ୍ୱର() ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖରିଫ ଋତୁରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ପାଇଁ ଜଣାଇଛନ୍ତି ଧନ୍ୟବାଦ ।
Read Moreଭୁବନେଶ୍ୱର() ବିଧାନସଭା ଅପରାହ୍ନ ଅଧିବେଶନ ଆରମ୍ଭରୁ ହୋହଲ୍ଲା ଆରମ୍ଭ ହୋଇଯାଇଛି । ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତିବାଦରେ ବିଜେପି, କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଛନ୍ତି । ଅନ୍ୟପଟେ
Read Moreୱାଶିଂଟନ() ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବିଡେନଙ୍କ ପତ୍ନୀ ଜିଲ ବିଡେନଙ୍କ ନୀତି ନିଦେ୍ର୍ଧଶକ ଭାବରେ ନିଯୁକ୍ତ ହୋଇଛନ୍ତି ମାଲା ଆଡିଗା । ବିଡେନ-କମଲା ହାରିସ
Read Moreଭୁବନେଶ୍ୱର() ସ୍କୁଲ ବନ୍ଦ ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଛନ୍ତି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ । ସେ କହିଛନ୍ତି ଯେ, ‘ ସ୍କୁଲ ବନ୍ଦ ନୁହେଁ ଛାତ୍ରଛାତ୍ରୀଙ୍କୁ
Read Moreଭୁବନେଶ୍ୱର() ବିଧାନସଭାରେ ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ହଙ୍ଗାମା ହୋଇଛି । ଏନେଇ ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର
Read Moreମୁମ୍ବାଇ() ଡ୍ରଗ୍ସ ମାମଲାରେ ଏନସିବିର ତଦନ୍ତ ଜାରି ରହିଛି । ଗୋଟିଏ ପରେ ଗୋଟିଏ ନୂଆ ନାଁ ସାମ୍ନାକୁ ଆସୁଛି, ଯାହାକୁ ନେଇ ତଦନ୍ତ ଜୋରସୋରରେ ଚଳାଇଛନ୍ତି
Read Moreଭୁବନେଶ୍ୱର() 2020 21 ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ। ବଜେଟରେ 11 ହଜାର 200 କୋଟି ଟଙ୍କାର ବ୍ୟୟ ବରାଦ ରହିଛି। କୋଭିଡର
Read Moreଭୁବନେଶ୍ୱର() ଖୋର୍ଦ୍ଧା ସାରୁଅ ଜମି ଦୁର୍ନୀତି ଅଭିଯୋଗ ମାମଲାରେ ଓଡିଶା ଇନଫ୍ରାଟେକ୍ ପ୍ରାଇଭେଟ ଲିମିଟେଡ୍ –ଓଆଇପିଏଲକୁ ଧକ୍କା ଲାଗିଛି । କମ୍ପାନି ପକ୍ଷରୁ ହାଇକୋର୍ଟରେ କରାଯାଇଥିବା ଆବେଦନ
Read Moreଭୁବନେଶ୍ୱର() ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ଖୁବ ଶୀଘ୍ର ସମାଧାନ ହୋଇଯିବ । ଏଭଳି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି । ସେ କହିଛନ୍ତି ସୀମା ବିବାଦ
Read More