Business

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୨,୧୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୨,୧୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୮,୬୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୬୨,୧୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୪୮,୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୬୨,୨୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୮,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୩,୨୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୯,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୨,୧୧୦ ଓ ୧,୪୮,୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୫,୦୦୦ ଟଙ୍କା ହୋଇଛି ।
Share

Leave a Reply

Your email address will not be published. Required fields are marked *

6 − 2 =